2 Chronicles 33:25 — Compare Translations

5 translations compared side by side

Odia - 1840
"କିନ୍ତୁ ଯେଉଁ ଭୃତ୍ଯମାନେ ରାଜା ଆମାେନ୍ଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କରିଥିଲେ, ଯିହୁଦାର ଲୋକମାନେ ସମାନଙ୍କେୁ ହତ୍ଯା କଲେ। ଏହାପରେ ଲୋକମାନେ ଯୋଶିୟଙ୍କୁ ନୂତନ ରାଜା ରୂପେ ମନୋନୀତ କଲେ। ଯୋଶିୟଯ ଆମାେନ୍ଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁମାନେ ଆମୋନ୍ ରାଜାଙ୍କ ବିରୁଦ୍ଧରେ ଚକ୍ରା; କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ । ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଭୃତ୍ୟମାନେ ରାଜା ଆମୋ‌ନଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରିଥିଲେ, ଯିହୁଦାର ଲୋକମାନେ ସେମାନଙ୍କୁ ହତ୍ୟା କଲେ। ଏହା ପରେ ଲୋକମାନେ ଯୋଶିୟଙ୍କୁ ନୂତନ ରାଜା ରୂପେ ମନୋନୀତ କଲେ। ଯୋଶିୟ ଆମୋ‌ନଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁମାନେ ଆମୋନ୍‍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁମାନେ ଆମୋନ୍‍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ।