2 Chronicles 33:3 — Compare Translations
5 translations compared side by side
Odia - 1840
"ମନଃଶି ପୁନର୍ବାର ଉଚ୍ଚସ୍ଥାନ ସବୁ ନିର୍ମାଣ କଲେ, ଯେଉଁଗୁଡ଼ିକୁ ତାଙ୍କର ପିତା ହିଜକିଯ ଭାଙ୍ଗି ଦଇେଥିଲେ, ମନଃଶି ବାଲ୍ ଦବେତାଗୁଡ଼ିକ ପାଇଁ ୟଜ୍ଞବଦେୀକୁ ଓ ଆଶରୋ ସ୍ତମ୍ଭମାନ ନିର୍ମାଣ କଲେ। ସେ ତାରାଗଣଙ୍କ ସମ୍ମୁଖ ରେ ମସ୍ତକ ଅବନତ କଲେ ଓ ସହେି ଦଳର ତାରକା ଗୁଡ଼ିକୁ ପୂଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରାମୂର୍ତ୍ତ ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକି ପୂଜା କରି ସେମାନଙ୍କର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ପୁନର୍ବାର ଉଚ୍ଚସ୍ଥାନ ସବୁ ନିର୍ମାଣ କଲେ, ଯେଉଁଗୁଡ଼ିକୁ ତାଙ୍କର ପିତା ହିଜକିୟ ଭାଙ୍ଗି ଦେଇଥିଲେ, ମନଃଶି ବାଲ୍ଦେବତାଗୁଡ଼ିକ ପାଇଁ ଯଜ୍ଞବେଦିକୁ ଓ ଆଶେରା ସ୍ତମ୍ଭମାନ ନିର୍ମାଣ କଲେ। ସେ ତାରାଗଣଙ୍କ ସମ୍ମୁଖରେ ମସ୍ତକ ଅବନତ କଲେ ଓ ସେହି ଦଳର ତାରକା ଗୁଡ଼ିକୁ ପୂଜା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତ ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।