2 Chronicles 33:4 — Compare Translations
5 translations compared side by side
Odia - 1840
"ମନଃଶି ସଦାପ୍ରଭୁଙ୍କ ମନ୍ଦିର ରେ ୟଜ୍ଞବଦେୀମାନ ନିର୍ମାଣ କଲେ। ସଦାପ୍ରଭୁ ଏହି ମନ୍ଦିର ବିଷଯ ରେ ଏହା କହିଲେ, ୟିରୁଶାଲମ ରେ ଆମ୍ଭ ନାମ ଚିରକାଳ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ସଦାପ୍ରଭୁଙ୍କ ମନ୍ଦିରରେ ଯଜ୍ଞବେଦିମାନ ନିର୍ମାଣ କଲେ। ସଦାପ୍ରଭୁ ଏହି ମନ୍ଦିର ବିଷୟରେ ଏହା କହିଲେ, “ଯିରୁଶାଲମରେ ଆମ୍ଭ ନାମ ଚିରକାଳ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।