2 Chronicles 33:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ମନ୍ଦିରର ଦୁଇଟି ପ୍ରାଙ୍ଗଣ ରେ ମନଃଶି ସମସ୍ତ ଦଳର ତାରାଗଣଙ୍କ ନିମନ୍ତେ ୟଜ୍ଞବଦେୀ ସବୁ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରର ଦୁଇଟି ପ୍ରାଙ୍ଗଣରେ ମନଃଶି ସମସ୍ତ ଦଳର ତାରାଗଣଙ୍କ ନିମନ୍ତେ ଯଜ୍ଞବେଦି ସବୁ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।
Recommended Reading