2 Chronicles 33:6 — Compare Translations

5 translations compared side by side

Odia - 1840
"ମନଃଶି ମଧ୍ଯ ନିଜ ପୁତ୍ରକୁ ବନ୍େ-ହୋନ୍ନୋମ ଉପତ୍ୟକା ରେ ବଳିରୂପେ ଜ୍ବଳାଇଲେ। ମନଃଶି କୁହୁକ ବିଦ୍ଯା, ଭବିଷ୍ଯତ କହିବା ଓ ଅଲୌକିକ କାର୍ୟ୍ଯ କଲେ ଏବଂ ସେ ମଧ୍ଯ ୟାଦୁବିଦ୍ଯା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି ମହିଥିଲେ, ମନଃଶି ସହେିପରି ଅନକେ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କୋରଧାନ୍ବିତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)