2 Chronicles 33:7 — Compare Translations
5 translations compared side by side
Odia - 1840
"ମନଃଶି ଆହୁରି ମଧ୍ଯ ଏକ ଦବେତାର ମୂର୍ତ୍ତି ନିର୍ମାଣ କଲେ ଓ ତାହାକୁ ପରମେଶ୍ବରଙ୍କ ମନ୍ଦିର ମଧିଅରେ ରଖିଲେ - ସହେି ମନ୍ଦିର, ଯାହା ବିଷଯ ରେ ପରମେଶ୍ବର ଦାଉଦ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ। ପରମେଶ୍ବର କହିଥିଲେ, ମୁଁ ଏହି ଗୃହ ରେ ଓ ୟିରୁଶାଲମ ରେ ମାରେ ନାମ ସ୍ଥାପନ କରିବି, ଯାହା ମୁଁ ଇଶ୍ରାୟେଲ ସମସ୍ତ ପରିବାରବର୍ଗଙ୍କ ମଧିଅରେ ମନୋନୀତ କରିଅଛି। ଆଉ ଆମ୍ଭ ନାମ ସଠାେରେ ଚିରକାଳ ନିମନ୍ତେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ଵରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ଵର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ଆହୁରି ମଧ୍ୟ ଏକ ଦେବତାର ମୂର୍ତ୍ତି ନିର୍ମାଣ କଲେ ଓ ତାହାକୁ ପରମେଶ୍ୱରଙ୍କ ମନ୍ଦିର ମଧ୍ୟରେ ରଖିଲେ; ସେହି ମନ୍ଦିର, ଯାହା ବିଷୟରେ ପରମେଶ୍ୱର ଦାଉଦ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ। ପରମେଶ୍ୱର କହିଥିଲେ, “ମୁଁ ଏହି ଗୃହରେ ଓ ଯିରୁଶାଲମରେ ମୋର ନାମ ସ୍ଥାପନ କରିବି, ଯାହା ମୁଁ ଇସ୍ରାଏଲର ସମସ୍ତ ପରିବାରବର୍ଗଙ୍କ ମଧ୍ୟରେ ମନୋନୀତ କରିଅଛି। ଆଉ ଆମ୍ଭ ନାମ ସେଠାରେ ଚିରକାଳ ନିମନ୍ତେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;