2 Chronicles 33:8 — Compare Translations
5 translations compared side by side
Odia - 1840
"ଆମ୍ଭେ ଇଶ୍ରାୟେଲକୁ ସହେି ଭୂମିରୁ ବାହାର କରିବା ନାହିଁ, ଯାହା ଆମ୍ଭେ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦବୋପାଇଁ ପ୍ରତିଜ୍ଞା କରିଛୁ। କିନ୍ତୁ ସମାନଙ୍କେୁ ସହେି ସମସ୍ତ ଆଜ୍ଞା, ବ୍ଯବସ୍ଥା, ବିଧି ଓ ବିଧାନ ପାଳନ କରିବାକୁ ପଡ଼ିବ। ଯାହାକି ଆମ୍ଭେ ସମାନଙ୍କେୁ ମାଶାଙ୍କେ ମାଧ୍ଯମ ରେ ଦଇେଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ଵାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇସ୍ରାଏଲକୁ ସେହି ଭୂମିରୁ ବାହାର କରିବା ନାହିଁ, ଯାହା ଆମ୍ଭେ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଦେବା ପାଇଁ ପ୍ରତିଜ୍ଞା କରିଛୁ। କିନ୍ତୁ ସେମାନଙ୍କୁ ସେହି ସମସ୍ତ ଆଜ୍ଞା, ବ୍ୟବସ୍ଥା, ବିଧି ଓ ବିଧାନ ପାଳନ କରିବାକୁ ପଡ଼ିବ। ଯାହାକି ଆମ୍ଭେ ସେମାନଙ୍କୁ ମୋଶାଙ୍କ ମାଧ୍ୟମରେ ଦେଇଥିଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କୁ ଯେସମସ୍ତ ଆଜ୍ଞା ଦେଇଅଛୁ, ଅର୍ଥାତ୍, ମୋଶାର ହସ୍ତ ଦ୍ୱାରା ଯେସମସ୍ତ ବ୍ୟବସ୍ଥା, ବିଧି ଓ ବିଧାନ ଦେଇଅଛୁ, କେବଳ ତଦନୁସାରେ କର୍ମ କରିବା ପାଇଁ ଯେବେ ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିମନ୍ତେ ଯେଉଁ ଦେଶ ନିରୂପଣ କରିଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ସ୍ଥାନାନ୍ତରିତ କରିବା ନାହିଁ।