2 Chronicles 33:9 — Compare Translations

5 translations compared side by side

Odia - 1840
"ମନଃଶି ଯିହୁଦାର ଲୋକ ଓ ୟିରୁଶାଲମ ରେ ବାସ କରୁଥିବା ଲୋକମାନଙ୍କୁ ମନ୍ଦ କାର୍ୟ୍ଯ କରିବା ନିମନ୍ତେ ଉତ୍ସାହିତ କଲେ। ଇଶ୍ରାୟେଲୀୟମାନଙ୍କ ପୂର୍ବ ରେ ଦେଶର ଯେଉଁ ଜାତିଗଣ ଥିଲେ, ସମାନଙ୍କେଠାରୁ ଏହି ଲୋକମାନେ ଆହୁରି ଅଧିକ ମନ୍ଦ ହେଲେ - ଆଉ ସଦାପ୍ରଭୁ ସହେି ଅନ୍ୟ ଜାତୀଯମାନଙ୍କୁ ବିନଷ୍ଟ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ଯିହୁଦାର ଲୋକ ଓ ଯିରୁଶାଲମରେ ବାସ କରୁଥିବା ଲୋକମାନଙ୍କୁ ମନ୍ଦକାର୍ଯ୍ୟ କରିବା ନିମନ୍ତେ ଉତ୍ସାହିତ କଲେ। ଇସ୍ରାଏଲୀୟମାନଙ୍କ ପୂର୍ବରୁ ଦେଶର ଯେଉଁ ଜାତିଗଣ ଥିଲେ, ସେମାନଙ୍କଠାରୁ ଏହି ଲୋକମାନେ ଆହୁରି ଅଧିକ ମନ୍ଦ ହେଲେ, ଆଉ ସଦାପ୍ରଭୁ ସେହି ଅନ୍ୟ ଜାତୀୟମାନଙ୍କୁ ବିନଷ୍ଟ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମନଃଶି ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କୁ ବିପଥଗାମୀ କରାଇଲେ, ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ କ୍ରିୟା ଅପେକ୍ଷା ସେମାନେ ଅଧିକ କୁକ୍ରିୟା କଲେ।