2 Chronicles 34:1 — Compare Translations

5 translations compared side by side

Odia - 1840
"ଯୋଶିୟ ରାଜା ହବୋ ସମୟରେ ଆଠ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଏକତିରିଶ ବର୍ଷ ପର୍ୟ୍ଯନ୍ତ ରାଜା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଯୋଶିୟ ଯୋଶିୟ ରାଜା ହେବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଏକତିରିଶ୍ ବର୍ଷ ପର୍ଯ୍ୟନ୍ତ ରାଜା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ।