2 Chronicles 34:10 — Compare Translations
5 translations compared side by side
Odia - 1840
"ଏହାପରେ ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ତଦାରଖ କାର୍ୟ୍ଯ କରୁଥିବା ଲୋକମାନଙ୍କୁ ମଜୁରୀ ଦେଲେ। ଆଉ ତଦାରଖକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ମରାମତି କରୁଥିବା ଶ୍ରମିକମାନଙ୍କୁ ମଜୁରୀ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ଵାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନର୍ନିର୍ମାଣ ନିମନ୍ତେ ତାହା ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରର ତଦାରଖ କାର୍ଯ୍ୟ କରୁଥିବା ଲୋକମାନଙ୍କୁ ମଜୁରୀ ଦେଲେ। ଆଉ ତଦାରଖକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ମରାମତି କରୁଥିବା ଶ୍ରମିକମାନଙ୍କୁ ମଜୁରୀ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନଃନିର୍ମାଣ ନିମନ୍ତେ ତାହା ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନଃନିର୍ମାଣ ନିମନ୍ତେ ତାହା ଦେଲେ;