2 Chronicles 34:11 — Compare Translations
5 translations compared side by side
Odia - 1840
"କଟା ହାଇେଥିବା ବିରାଟକାଯ ପ୍ରସ୍ତର ଓ କାଠ କଣିକା ନିମନ୍ତେ ସମାନେେ ବଢ଼ଇେ ଓ ଗୃହ ନିର୍ମାଣକାରୀମାନଙ୍କୁ ଟଙ୍କା ଦେଲେ। ଗୃହର ପୁନଃନିର୍ମାଣ ଓ ଗୃହର କଡ଼ି ନିର୍ମାଣ କରିବା ନିମନ୍ତେ ଏହି କାଠ ବ୍ଯବହୃତ ହେଲା। ଅତୀତ ରେ ଯିହୁଦାର ରାଜାମାନେ ମନ୍ଦିରର ଅଟ୍ଟାଳିକା ଯତ୍ନ ନଇେ ନ ଥିଲେ। ସହେି ଅଟ୍ଟାଳିକାଗୁଡ଼ିକ ପୁରାତନ ଓ ଭଗ୍ନପ୍ରାଯ ହାଇୟୋଇ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ-ପ୍ରସ୍ତର ଓ ବରଗା ଓ କଡ଼ିକାଷ୍ଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କଟା ହୋଇଥିବା ବିରାଟକାୟ ପ୍ରସ୍ତର ଓ କାଠ କଣିକା ନିମନ୍ତେ ସେମାନେ ବଢ଼େଇ ଓ ଗୃହ ନିର୍ମାଣକାରୀମାନଙ୍କୁ ଟଙ୍କା ଦେଲେ। ଗୃହର ପୁନଃନିର୍ମାଣ ଓ ଗୃହର କଡ଼ି ନିର୍ମାଣ କରିବା ନିମନ୍ତେ ଏହି କାଠ ବ୍ୟବହୃତ ହେଲା। ଅତୀତରେ ଯିହୁଦାର ରାଜାମାନେ ମନ୍ଦିରର ଅଟ୍ଟାଳିକାଗୁଡ଼ିକର ଯତ୍ନ ନେଇ ନ ଥିଲେ। ସେହି ଅଟ୍ଟାଳିକାଗୁଡ଼ିକ ପୁରାତନ ଓ ଭଗ୍ନପ୍ରାୟ ହୋଇଯାଇ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ ପ୍ରସ୍ତର ଓ ବରଗା ଓ କଡ଼ିକାଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ-ପ୍ରସ୍ତର ଓ ବରଗା ଓ କଡ଼ିକାଷ୍ଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।