2 Chronicles 34:12 — Compare Translations
5 translations compared side by side
Odia - 1840
"ଲୋକମାନେ ଅତି ବିଶ୍ବସ୍ତଭାବରେ କାର୍ୟ୍ଯ କରୁଥିଲେ। ସମାନଙ୍କେର ତଦାରଖକାରୀମାନେ ଥିଲେ ୟହତ୍ ଓ ଓବଦିଯ। ୟହତ୍ ଓ ଓବଦିଯ ଲବେୀୟ ଓ ମରାରିଙ୍କ ବଂଶଧର ଥିଲେ। ଅନ୍ୟ ତଦାରଖକାରୀମାନେ ଥିଲେ ଜିଖରିଯ ଓ ମଶୁଲ୍ଲମ୍। ସମାନେେ କହାତ୍ ବଂଶର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକମାନେ ବିଶ୍ଵସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ଵାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଅତି ବିଶ୍ୱସ୍ତଭାବରେ କାର୍ଯ୍ୟ କରୁଥିଲେ। ସେମାନଙ୍କର ତଦାରଖକାରୀମାନେ ଥିଲେ ଯହତ୍ ଓ ଓବଦିୟ। ଯହତ୍ ଓ ଓବଦିୟ ଲେବୀୟ ଓ ମରାରିଙ୍କ ବଂଶଧର ଥିଲେ। ଅନ୍ୟ ତଦାରଖକାରୀମାନେ ଥିଲେ ଯିଖରିୟ ଓ ମଶୁଲ୍ଲମ୍। ସେମାନେ କହାତ୍ ବଂଶର ଥିଲେ। ଯେଉଁ ଲେବୀୟମାନେ ବାଦ୍ୟଯନ୍ତ୍ର ସବୁ ବଜାଇବାରେ ନିପୁଣ ଥିଲେ, ସେହିମାନେ ମଧ୍ୟ ଶ୍ରମିକ ଓ ଅନ୍ୟ କାର୍ଯ୍ୟକାରୀମାନଙ୍କର କାର୍ଯ୍ୟ ତଦାରଖ କଲେ। କିଛି ଲେବୀୟ ସଚିବ ଓ କାର୍ଯ୍ୟାଧିକାରୀ ଦ୍ୱାରପାଳରୂପେ କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଲୋକମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ୱାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)