2 Chronicles 34:13 — Compare Translations
4 translations compared side by side
Odia - 1840
"ଯେଉଁ ଲବେୀୟମାନେ ବାଦ୍ଯୟନ୍ତ୍ର ସବୁ ବଜାଇବା ରେ ନିପୁଣ ଥିଲେ, ସହେିମାନେ ମଧ୍ଯ ଶ୍ରମିକ ଓ ଅନ୍ୟ କାର୍ୟ୍ଯକାରୀମାନଙ୍କର କାର୍ୟ୍ଯ ତଦାରଖ କଲେ। କିଛି ଲବେୀୟ ସଚିବ ଓ କାର୍ୟ୍ଯାଧିକାରୀ ଦ୍ବାରପାଳରୂପେ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ଵାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ଵାରପାଳ ଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ୱାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ୱାରପାଳ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ୱାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ୱାରପାଳ ଥିଲେ।