2 Chronicles 34:14 — Compare Translations
5 translations compared side by side
Odia - 1840
"ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ଟଙ୍କାକୁ ବାହାର କରୁଥିଲେ। ଆଉ ସହେି ସମୟରେ ହିଲ୍କିଯ ଯାଜକ ମାଶାଙ୍କେ ଦ୍ବାରା ପ୍ରଦତ୍ତ ସଦାପ୍ରଭୁଙ୍କ ବ୍ଯବସ୍ଥା ନିଯମ ପୁସ୍ତକଟି ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ନିୟମର ପୁସ୍ତକ ମିଳିଲା ଲେବୀୟମାନେ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ଟଙ୍କାକୁ ବାହାର କରୁଥିଲେ। ଆଉ ସେହି ସମୟରେ ହିଲ୍କିୟ ଯାଜକ ମୋଶାଙ୍କ ଦ୍ୱାରା ପ୍ରଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା ନିୟମ ପୁସ୍ତକଟି ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା।