2 Chronicles 34:15 — Compare Translations
5 translations compared side by side
Odia - 1840
"ହିଲ୍କିଯ ସଚିବ ଶାଫନ୍ଙ୍କୁ କହିଲେ, ମୁଁ ସଦାପ୍ରଭୁଙ୍କ ଗୃହ ରେ ବ୍ଯବସ୍ଥା ନିଯମ ପୁସ୍ତକଟି ପାଇଅଛି! ହିଲ୍କିଯ ଶାଫନ୍ଙ୍କୁ ସହେି ପୁସ୍ତକଟି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଲ୍କୀୟ ଶାଫନ୍ ଲେଖକକୁ ଉତ୍ତର କରି କହିଲା, ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି । ପୁଣି ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହିଲ୍କିୟ ସଚିବ ଶାଫନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା ନିୟମ ପୁସ୍ତକଟି ପାଇଅଛି!” ହିଲ୍କିୟ ଶାଫନଙ୍କୁ ସେହି ପୁସ୍ତକଟି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଲ୍କୀୟ ଶାଫନ୍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହିଲ୍କୀୟ ଶାଫନ୍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦେଲା।