2 Chronicles 34:16 — Compare Translations
5 translations compared side by side
Odia - 1840
"ଶାଫନ୍ ସହେି ପୁସ୍ତକକୁ ରାଜା ଯୋଶିୟଙ୍କ ନିକଟକୁ ଆଣିଲେ। ଶାଫନ୍ ରାଜାଙ୍କୁ କହିଲେ, ତୁମ୍ଭେ ତୁମ୍ଭର ଭୃତ୍ଯମାନଙ୍କୁ ଯାହା କରିବାକୁ କହିଅଛ, ତାହା ସମାନେେ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ଵାଦ ନେଇ କହିଲା, ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଫନ୍ ସେହି ପୁସ୍ତକକୁ ରାଜା ଯୋଶିୟଙ୍କ ନିକଟକୁ ଆଣିଲେ। ଶାଫନ୍ ରାଜାଙ୍କୁ କହିଲେ, “ତୁମ୍ଭେ ତୁମ୍ଭର ଭୃତ୍ୟମାନଙ୍କୁ ଯାହା କରିବାକୁ କହିଅଛ, ତାହା ସେମାନେ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ବାଦ ନେଇ କହିଲା, “ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ବାଦ ନେଇ କହିଲା, ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି।