2 Chronicles 34:17 — Compare Translations

5 translations compared side by side

Odia - 1840
"ସମାନେେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ଥିବା ଟଙ୍କା ଆଣି ତଦାରଖକାରୀ ଓ ଶ୍ରମିକମାନଙ୍କୁ ପଇଠ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ମୁଦ୍ରା କାଢ଼ି ନେଇ ତତ୍ତ୍ଵାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ଥିବା ଟଙ୍କା ଆଣି ତଦାରଖକାରୀ ଓ ଶ୍ରମିକମାନଙ୍କୁ ପଇଠ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ଥିବା ମୁଦ୍ରା କାଢ଼ିନେଇ ତତ୍ତ୍ୱାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ଥିବା ମୁଦ୍ରା କାଢ଼ି ନେଇ ତତ୍ତ୍ୱାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।