2 Chronicles 34:19 — Compare Translations
5 translations compared side by side
Odia - 1840
"ରାଜା ଯୋଶିୟଯ ଯେତବେେଳେ ବ୍ଯବସ୍ଥା ନିଯମର ବାକ୍ଯଗୁଡ଼ିକ ପଢ଼ାୟିବାର ଶୁଣିଲେ, ସେ ଦୁଃଖ ପ୍ରକାଶ କରିବାକୁ ନିଜର ବସ୍ତ୍ରକୁ ଚିରି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯୋଶିୟ ଯେତେବେଳେ ବ୍ୟବସ୍ଥା ନିୟମର ବାକ୍ୟଗୁଡ଼ିକ ପଢ଼ାଯିବାର ଶୁଣିଲେ, ସେ ଦୁଃଖ ପ୍ରକାଶ କରିବାକୁ ନିଜର ବସ୍ତ୍ରକୁ ଚିରି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।