2 Chronicles 34:2 — Compare Translations
5 translations compared side by side
Odia - 1840
"ଯୋଶିୟଯ ଯଥାର୍ଥ କର୍ମ କଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଉତ୍ତମ କାର୍ୟ୍ଯମାନ କଲେ। ଯୋଶିୟ ଉତ୍ତମକର୍ମ କରିବାରୁ କ୍ଷାନ୍ତ ହେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ଯଥାର୍ଥ କର୍ମ କଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଉତ୍ତମ କାର୍ଯ୍ୟମାନ କଲେ। ଯୋଶିୟ ଉତ୍ତମକର୍ମ କରିବାରୁ କ୍ଷାନ୍ତ ହେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ।