2 Chronicles 34:20 — Compare Translations
5 translations compared side by side
Odia - 1840
"ଏହାପରେ ରାଜା ହିଲ୍କିଯ, ଶାଫନ୍ଙ୍କର ପୁତ୍ର ଅହୀକାମ୍, ମୀଖାଯଙ୍କର ପୁତ୍ର ଅବ୍ଦୋନ, ସଚିବ ଶାଫନ୍ ଓ ଭୃତ୍ଯ ଆସାଯଙ୍କୁ ଏକ ଆଦେଶ ଦେଲେ। ରାଜା କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜା ହିଲ୍କୀୟକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅବ୍ଦୋନକୁ ଓ ଶାଫନ୍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ହିଲ୍କିୟ, ଶାଫନଙ୍କର ପୁତ୍ର ଅହୀକାମ୍, ମୀଖାୟଙ୍କର ପୁତ୍ର ଅବ୍ଦୋନ୍, ସଚିବ ଶାଫନ୍ ଓ ଭୃତ୍ୟ ଆସାୟଙ୍କୁ ଏକ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ହିଲ୍କୀୟକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାର ପୁତ୍ର ଅବ୍ଦୋନ୍କୁ ଓ ଶାଫନ୍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ହିଲ୍କୀୟକୁ ଓ ଶାଫନ୍ର ପୁତ୍ର ଅହୀକାମ୍କୁ ଓ ମୀଖାର ପୁତ୍ର ଅବ୍ଦୋନ୍କୁ ଓ ଶାଫନ୍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,