2 Chronicles 34:22 — Compare Translations
5 translations compared side by side
Odia - 1840
"ହିଲ୍କିଯ ଓ ରାଜାଙ୍କର ସବେକାମାନେ ଭବିଷ୍ଯଦ୍ବକ୍ତୀ ହୁଲ୍ଦାଙ୍କ ନିକଟକୁ ଗଲେ। ହୁଲ୍ଦା ଶଲ୍ଲୁମଙ୍କ ପତ୍ନୀ ଥିଲେ। ଶଲ୍ଲୁମ୍ ତୋଖତ୍ଙ୍କ ପୁତ୍ର ଥିଲେ। ତୋଖତ୍ ହସ୍ରଙ୍କ ପୁତ୍ର ଥିଲେ। ଶଲ୍ଲୁମ ରାଜାଙ୍କ ବସ୍ତ୍ରର ତତ୍ତ୍ବାବଧାରକ ଥିଲେ। ହୁଲ୍ଦା ୟିରୁଶାଲମର ଦ୍ବିତୀୟ ମହଲା ରେ ବାସ କରୁଥିଲେ। ହିଲ୍କିଯ ଓ ରାଜାଙ୍କ ସବେକଗଣ ହୁଲ୍ଦାଙ୍କୁ ସମସ୍ତ ଘଟଣା ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହିଲ୍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍ ନାମକ ବସ୍ତ୍ରାଗାର-ରକ୍ଷକର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ଵିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହିଲ୍କିୟ ଓ ରାଜାଙ୍କର ସେବକାମାନେ ଭବିଷ୍ୟଦ୍ବକ୍ତ୍ରୀ ହୁଲ୍ଦାଙ୍କ ନିକଟକୁ ଗଲେ। ହୁଲ୍ଦା ଶଲ୍ଲୁମଙ୍କ ପତ୍ନୀ ଥିଲେ। ଶଲ୍ଲୁମ୍ ତୋଖତ୍ଙ୍କ ପୁତ୍ର ଥିଲେ। ତୋଖତ୍ ହସ୍ରଙ୍କ ପୁତ୍ର ଥିଲେ। ଶଲ୍ଲୁମ ରାଜାଙ୍କ ବସ୍ତ୍ରର ତତ୍ତ୍ୱାବଧାରକ ଥିଲେ। ହୁଲ୍ଦା ଯିରୁଶାଲମର ଦ୍ୱିତୀୟ ମହଲାରେ ବାସ କରୁଥିଲେ। ହିଲ୍କିୟ ଓ ରାଜାଙ୍କ ସେବକଗଣ ହୁଲ୍ଦାଙ୍କୁ ସମସ୍ତ ଘଟଣା ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହିଲ୍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍ ନାମକ ବସ୍ତ୍ରାଗାରରକ୍ଷକର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହିଲ୍କୀୟ ଓ ରାଜାଜ୍ଞାପ୍ରାପ୍ତ ଲୋକମାନେ ହସ୍ରର ପୌତ୍ର ତୋଖତର ପୁତ୍ର ଶଲ୍ଲୁମ୍ ନାମକ ବସ୍ତ୍ରାଗାରରକ୍ଷକର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ; ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ପୁଣି ସେମାନେ ତାହାକୁ ସେହି ଭାବର କଥା କହିଲେ।