2 Chronicles 34:23 — Compare Translations
5 translations compared side by side
Odia - 1840
"ହୁଲ୍ଦା ସମାନଙ୍କେୁ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି: ସହେି ଲୋକଙ୍କୁ କୁହ, ୟିଏ ତୁମ୍ଭକୁ ମାେ ପାଖକୁ ପଠାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେମାନଙ୍କୁ ଉତ୍ତର କଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,
Odia Bible ERV 2004 (ପବିତ୍ର ବାଇବଲ)
ହୁଲ୍ଦା ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: ସେହି ଲୋକଙ୍କୁ କୁହ, ଯିଏ ତୁମ୍ଭକୁ ମୋ’ ପାଖକୁ ପଠାଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସେମାନଙ୍କୁ ଉତ୍ତର କଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସେମାନଙ୍କୁ ଉତ୍ତର କଲା, “ସଦାପ୍ରଭୁ” ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ କତିକି ପଠାଇଲା, ତାହାକୁ କୁହ,