2 Chronicles 34:24 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହିକଥା କହନ୍ତି, 'ଆମ୍ଭେ ଏହି ସ୍ଥାନକୁ ଓ ଏହିଠା ରେ ବାସ କରୁଥିବା ଲୋକଙ୍କ ନିମନ୍ତେ ବିପଦ ଆଣିବା। ଯିହୁଦାର ରାଜାଙ୍କ ସମ୍ମୁଖ ରେ ଏହି ପୁସ୍ତକରୁ ଯେଉଁ ସବୁ ବିଷଯ ପାଠ କରାଗଲା, ଆମ୍ଭେ ସହେି ସମସ୍ତ ଭୟଙ୍କର ବିଷଯ ଘଟାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହିକଥା କହନ୍ତି, ‘ଆମ୍ଭେ ଏହି ସ୍ଥାନକୁ ଓ ଏହିଠାରେ ବାସ କରୁଥିବା ଲୋକଙ୍କ ନିମନ୍ତେ ବିପଦ ଆଣିବା। ଯିହୁଦାର ରାଜାଙ୍କ ସମ୍ମୁଖରେ ଏହି ପୁସ୍ତକରୁ ଯେଉଁସବୁ ବିଷୟ ପାଠ କରାଗଲା, ଆମ୍ଭେ ସେହି ସମସ୍ତ ଭୟଙ୍କର ବିଷୟ ଘଟାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନେ ଯିହୁଦାର ରାଜା ସାକ୍ଷାତରେ ଯେଉଁ ପୁସ୍ତକ ପାଠ କରିଅଛନ୍ତି, ତହିଁରେ ଲିଖିତ ସକଳ ଅଭିଶାପ ଘଟାଇବା।