2 Chronicles 34:25 — Compare Translations
5 translations compared side by side
Odia - 1840
"ଆମ୍ଭେ ଏହା କରିବା, କାରଣ ଲୋକମାନେ ଆମ୍ଭଙ୍କୁ ପରିତ୍ଯାଗ କରିଅଛନ୍ତି ଓ ଅନ୍ୟ ଦବେତାଗଣଙ୍କ ନିକଟରେ ସୁଗନ୍ଧିଧୂପ ଜାଳିଛନ୍ତି। ସହେି ଲୋକମାନେ ଯେଉଁସବୁ ମନ୍ଦ କର୍ମମାନ କରିଛନ୍ତି, ତଦ୍ଦ୍ବାରା ଆମ୍ଭଙ୍କୁ କୋର୍ଧାନ୍ବିତ କରିଛନ୍ତି। ତେଣୁ ଆମ୍ଭେ ଏହି ସ୍ଥାନ ଉପରେ ଆମ୍ଭକୁ ମାରେ ନିର୍ବାପିତ ହାଇେ ପାରୁ ନ ଥିବା ଅଗ୍ନିପରି କୋରଧ ଢ଼ାଳିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହା କରିବା, କାରଣ ଲୋକମାନେ ଆମ୍ଭଙ୍କୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବତାଗଣଙ୍କ ନିକଟରେ ସୁଗନ୍ଧିଧୂପ ଜାଳିଛନ୍ତି। ସେହି ଲୋକମାନେ ଯେଉଁସବୁ ମନ୍ଦ କର୍ମମାନ କରିଛନ୍ତି, ତଦ୍ଦ୍ୱାରା ଆମ୍ଭଙ୍କୁ କ୍ରୋଧାନ୍ୱିତ କରିଛନ୍ତି। ତେଣୁ ଆମ୍ଭେ ଏହି ସ୍ଥାନ ଉପରେ ଆମ୍ଭକୁ ମୋର ନିର୍ବାପିତ ହୋଇ ପାରୁ ନ ଥିବା ଅଗ୍ନିପରି କ୍ରୋଧ ଢାଳିବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।