2 Chronicles 34:26 — Compare Translations

5 translations compared side by side

Odia - 1840
"କିନ୍ତୁ ଯିହୁଦାର ରାଜାଙ୍କୁ ଏହିକଥା ତୁମ୍ଭର କହିବା ଉଚିତ୍। ସେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ନିକଟକୁ ପଚାରିବା ନିମନ୍ତେ ପଠାଇଲେ: ତୁମ୍ଭେ କିଛିକ୍ଷଣ ପୂର୍ବେ ଯେଉଁ ବାକ୍ଯ ଶୁଣିଲା, ସେ ବିଷଯ ରେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଯିହୁଦାର ରାଜାଙ୍କୁ ଏହିକଥା ତୁମ୍ଭର କହିବା ଉଚିତ୍। ସେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ନିକଟକୁ ପଗ୍ଭରିବା ନିମନ୍ତେ ପଠାଇଲେ: ‘ତୁମ୍ଭେ କିଛିକ୍ଷଣ ପୂର୍ବେ ଯେଉଁ ବାକ୍ୟ ଶୁଣିଲ, ସେ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲା ଯେ ଯିହୁଦାର ରାଜା, ତାହାକୁ ତୁମ୍ଭେମାନେ କହିବ, ତୁମ୍ଭର ଶୁଣିବା ବାକ୍ୟ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;