2 Chronicles 34:27 — Compare Translations

5 translations compared side by side

Odia - 1840
"'ଯେତବେେଳେ ତୁମ୍ଭମାନେେ ଏହି ସ୍ଥାନ ବିଷଯ ରେ ଓ ଏଠା ରେ ବାସ କରୁଥିବା ଲୋକମାନଙ୍କ ବିଷଯ ରେ ପରମେଶ୍ବରଙ୍କର ବାର୍ତ୍ତା ଶୁଣିଲ, ତୁମ୍ଭମାନେେ ଦୁଃଖ କଲ, ପରମେଶ୍ବରଙ୍କ ଆଗ ରେ ନିଜକୁ ନମଯ କଲ ଏବଂ ଦୁଃଖ ରେ ନିଜର ବସ୍ତ୍ରକୁ ଚିରି ପକାଇଲ। ଆମ୍ଭେ ତାହା ଦେଖିଲୁ, ସଦାପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ଵରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନ ବିଷୟରେ ଓ ଏଠାରେ ବାସ କରୁଥିବା ଲୋକମାନଙ୍କ ବିଷୟରେ ପରମେଶ୍ୱରଙ୍କର ବାର୍ତ୍ତା ଶୁଣିଲ, ତୁମ୍ଭେମାନେ ଦୁଃଖ କଲ, ପରମେଶ୍ୱରଙ୍କ ଆଗରେ ନିଜକୁ ନମ୍ର କଲ ଏବଂ ଦୁଃଖରେ ନିଜର ବସ୍ତ୍ରକୁ ଚିରି ପକାଇଲ। ଆମ୍ଭେ ତାହା ଦେଖିଲୁ, ସଦାପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ୱରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Odia IRV 2017 (ଓଡିଆ ବାଇବେଲ)