2 Chronicles 34:29 — Compare Translations
5 translations compared side by side
Odia - 1840
"ଏହାପରେ ରାଜା ଯୋଶିୟଯ ଯିହୁଦା ଓ ୟିରୁଶାଲମର ସମସ୍ତ ବଯୋଜ୍ଯୋଷ୍ଠ ବ୍ଯକ୍ତିମାନଙ୍କୁ ତାଙ୍କୁ ସାକ୍ଷାତ କରିବାକୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଯୋଶିୟ ଯିହୁଦା ଓ ଯିରୁଶାଲମର ସମସ୍ତ ବୟୋଜ୍ୟେଷ୍ଠ ବ୍ୟକ୍ତିମାନଙ୍କୁ ତାଙ୍କୁ ସାକ୍ଷାତ କରିବାକୁ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ।”