2 Chronicles 34:30 — Compare Translations

5 translations compared side by side

Odia - 1840
"ରାଜା ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। ଯିହୁଦାର ସମସ୍ତ ଲୋକ, ୟିରୁଶାଲମ ରେ ବାସ କରୁଥିବା ଲୋକମାନେ, ଯାଜକମାନେ, ଲବେୀୟମାନେ, ଏବଂ ସମସ୍ତ ଗୁରୁତ୍ବପୂର୍ଣ୍ଣ ଓ ଗୁରୁତ୍ବହୀନ ଲୋକମାନେ, ଯୋଶିୟଯଙ୍କ ସହିତ ଥିଲେ। ଯୋଶିୟଯ ସୋମନଙ୍କ ନିକଟରେ ବ୍ଯବସ୍ଥା ନିଯମ ପୁସ୍ତକରୁ ସବୁ ବାକ୍ଯ ପଢ଼ି ଶୁଣାଇଲେ। ସଦାପ୍ରଭୁଙ୍କ ମନ୍ଦିର ମଧ୍ଯରୁ ସହେି ପୁସ୍ତକ ମିଳିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। ଯିହୁଦାର ସମସ୍ତ ଲୋକ, ଯିରୁଶାଲମରେ ବାସ କରୁଥିବା ଲୋକମାନେ, ଯାଜକମାନେ, ଲେବୀୟମାନେ, ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଓ ଗୁରୁତ୍ୱହୀନ ଲୋକମାନେ, ଯୋଶିୟଙ୍କ ସହିତ ଥିଲେ। ଯୋଶିୟ ସେମାନଙ୍କ ନିକଟରେ ବ୍ୟବସ୍ଥା ନିୟମ ପୁସ୍ତକରୁ ସବୁ ବାକ୍ୟ ପଢ଼ି ଶୁଣାଇଲେ। ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରୁ ସେହି ପୁସ୍ତକ ମିଳିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।