2 Chronicles 34:31 — Compare Translations

5 translations compared side by side

Odia - 1840
"ଏହାପରେ ରାଜା ତାଙ୍କ ସ୍ଥାନ ରେ ଉଠି ଛିଡ଼ା ହେଲେ ଓ ସେ ସଦାପ୍ରଭୁଙ୍କ ସହିତ ଗୋଟିଏ ନିଯମ କଲେ। ସେ ସଦାପ୍ରଭୁଙ୍କ ଅନୁଗମନ କରିବା ଓ ସଦାପ୍ରଭୁଙ୍କ ଆଦେଶ, ନିଯମ ଓ ନୀତିକୁ ମାନିବା ପାଇଁ ସମସ୍ତ ହୃଦଯ ଓ ଆତ୍ମାର ସହିତ ପୁସ୍ତକରେ ଥିବା ନିଯମର ବାକ୍ଯକୁ ମାନିବା ନିମନ୍ତେ ସମ୍ମତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ-କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ତାଙ୍କ ସ୍ଥାନରେ ଉଠି ଛିଡ଼ା ହେଲେ ଓ ସେ ସଦାପ୍ରଭୁଙ୍କ ସହିତ ଗୋଟିଏ ନିୟମ କଲେ। ସେ ସଦାପ୍ରଭୁଙ୍କ ଅନୁଗମନ କରିବା ଓ ସଦାପ୍ରଭୁଙ୍କ ଆଦେଶ, ନିୟମ ଓ ନୀତିକୁ ମାନିବା ପାଇଁ ସମସ୍ତ ହୃଦୟ ଓ ଆତ୍ମାର ସହିତ ପୁସ୍ତକରେ ଥିବା ନିୟମର ବାକ୍ୟକୁ ମାନିବା ନିମନ୍ତେ ସମ୍ମତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।