2 Chronicles 34:32 — Compare Translations
5 translations compared side by side
Odia - 1840
"ଏହାପରେ ଯୋଶିୟ ୟିରୁଶାଲମ ଓ ବିନ୍ଯାମୀନର ସମସ୍ତ ଲୋକଙ୍କୁ ସହେି ନିଯମକୁ ଗ୍ରହଣ କରିବା ନିମନ୍ତେ ଶପଥ କରାଇଲେ। ୟିରୁଶାଲମର ଲୋକମାନେ ସମାନଙ୍କେର ପୂର୍ବପୁରୁଷମାନେ ଯେଉଁ ପରମେଶ୍ବରଙ୍କର ବାଧ୍ଯ ହାଇେଥିଲେ, ସହେି ପରମେଶ୍ବରଙ୍କ ନିଯମର ବାଧ୍ଯ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିରୂଶାଲମର ଓ ବିନ୍ୟାମୀନର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ । ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ଵରଙ୍କର, ଆପଣାମାନଙ୍କ ପୂର୍ବ-ପୁରୁଷଗଣର ପରମେଶ୍ଵରଙ୍କ ନିୟମାନୁସାରେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋଶିୟ ଯିରୁଶାଲମ ଓ ବିନ୍ୟାମୀନର ସମସ୍ତ ଲୋକଙ୍କୁ ସେହି ନିୟମକୁ ଗ୍ରହଣ କରିବା ନିମନ୍ତେ ଶପଥ କରାଇଲେ। ଯିରୁଶାଲମର ଲୋକମାନେ ସେମାନଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ୱରଙ୍କର ବାଧ୍ୟ ହୋଇଥିଲେ, ସେହି ପରମେଶ୍ୱରଙ୍କ ନିୟମର ବାଧ୍ୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିରୂଶାଲମର ଓ ବିନ୍ୟାମୀନ୍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିରୂଶାଲମର ଓ ବିନ୍ୟାମୀନ୍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।