2 Chronicles 34:5 — Compare Translations

5 translations compared side by side

Odia - 1840
"ଯୋଶିୟ ଯାଜକମାନଙ୍କ ନିଜ ୟଜ୍ଞବଦେୀ ଉପରେ ସମାନଙ୍କେର ହାଡ଼କୁ ମଧ୍ଯ ଜ୍ବଳାଇଲେ। ଏହି ପ୍ରକା ରେ ଯୋଶିୟଯ ଯିହୁଦା ଓ ୟିରୁଶାଲମକୁ ପବିତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ଯାଜକମାନଙ୍କ ନିଜ ଯଜ୍ଞବେଦି ଉପରେ ସେମାନଙ୍କର ହାଡ଼କୁ ମଧ୍ୟ ଜ୍ୱଳାଇଲେ। ଏହି ପ୍ରକାରେ ଯୋଶିୟ ଯିହୁଦା ଓ ଯିରୁଶାଲମକୁ ପବିତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ।