2 Chronicles 34:6 — Compare Translations
5 translations compared side by side
Odia - 1840
"ଯୋଶିୟଯ, ମନଃଶି, ଇଫ୍ରଯିମ୍,ଶିମିଯୋନ ଓ ନପ୍ତାଲି ପର୍ୟ୍ଯନ୍ତ ଅଞ୍ଚଳର ସମସ୍ତ ସହର ରେ ଏହିପରି କଲେ। ସେ ସହେି ସହରଗୁଡ଼ିକର ନିକଟରେ ଥିବା ଭଗ୍ନାବଶଷେ ପ୍ରତି ମଧ୍ଯ ସହେିରୂପ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ, ମନଃଶି, ଇଫ୍ରୟିମ୍, ଶିମିୟୋନ ଓ ନପ୍ତାଲି ପର୍ଯ୍ୟନ୍ତ ଅଞ୍ଚଳର ସମସ୍ତ ସହରରେ ଏହିପରି କଲେ। ସେ ସେହି ସହରଗୁଡ଼ିକର ନିକଟରେ ଥିବା ଭଗ୍ନାବଶେଷ ପ୍ରତି ମଧ୍ୟ ସେହିରୂପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗରସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମନଃଶି ଓ ଇଫ୍ରୟିମ ଓ ଶିମୀୟୋନର ନଗର ସମୂହରେ ନପ୍ତାଲି ପର୍ଯ୍ୟନ୍ତ କାନ୍ଥଡ଼ାର ଚତୁର୍ଦ୍ଦିଗରେ ଏହି ପ୍ରକାର କଲେ।