2 Chronicles 34:7 — Compare Translations
5 translations compared side by side
Odia - 1840
"ଯୋଶିୟଯ ୟଜ୍ଞବଦେୀ ଓ ଆଶରୋ ସ୍ତମ୍ଭସବୁ ଭାଙ୍ଗି ପକାଇଲେ। ସେ ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳି ରେ ପରିଣତ କରି ଦେଲେ। ସେ ଇଶ୍ରାୟେଲର ସାରା ଦେଶ ରେ ସମସ୍ତ ସୁଗନ୍ଧବଦେୀ ଭାଙ୍ଗି ପକାଇଲେ। ଏହାପରେ ଯୋଶିୟଯ ୟିରୁଶାଲମକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ଯଜ୍ଞବେଦି ଓ ଆଶେରା ସ୍ତମ୍ଭସବୁ ଭାଙ୍ଗି ପକାଇଲେ। ସେ ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳିରେ ପରିଣତ କରିଦେଲେ। ସେ ଇସ୍ରାଏଲର ସାରା ଦେଶରେ ସମସ୍ତ ସୁଗନ୍ଧବେଦି ଭାଙ୍ଗି ପକାଇଲେ। ଏହା ପରେ ଯୋଶିୟ ଯିରୁଶାଲମକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।