2 Chronicles 34:8 — Compare Translations

5 translations compared side by side

Odia - 1840
"ତାଙ୍କର ରାଜତ୍ବର ଅଷ୍ଟାଦଶ ବର୍ଷା ରେ ସେ ସବୁ ସ୍ଥାନ ଓ ମନ୍ଦିର ପବିତ୍ର କଲାପରେ, ଯୋଶିୟଯ, ଶାଫନ୍, ମା ସଯେ ଏବଂ ୟୋଯାହଙ୍କୁ ସଦାପ୍ରଭୁ ପରମେଶ୍ବରଙ୍କର ମନ୍ଦିର ମରାମତି ପାଇଁ ପଠାଇଲେ। ଶାଫାନ୍ଙ୍କ ପିତାଙ୍କର ନାମ ଥିଲା ଅତ୍ସଲିଯ। ମା ସଯେ ନଗରର ନେତା ଥିଲେ ଓ ୟୋଯାହଙ୍କ ପିତାଙ୍କର ନାମ ଥିଲା ୟୋଯାହସ। ୟୋଯାହ ବିତରଣ ରକ୍ଷକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଆପଣା ଅଧିକାରର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଗୃହର ଜୀର୍ଣ୍ଣସଂସ୍କାର ନିମନ୍ତେ ଅତ୍ସଲୀୟର ପୁତ୍ର ଶାଫନ୍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ-ଲେଖକକୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ରାଜତ୍ୱର ଅଷ୍ଟାଦଶ ବର୍ଷରେ ସେ ସବୁ ସ୍ଥାନ ଓ ମନ୍ଦିର ପବିତ୍ର କଲାପରେ, ଯୋଶିୟ, ଶାଫନ୍, ମାସେୟ ଏବଂ ଯୋୟାହଙ୍କୁ ସଦାପ୍ରଭୁ ପରମେଶ୍ୱରଙ୍କର ମନ୍ଦିର ମରାମତି ପାଇଁ ପଠାଇଲେ। ଶାଫା‌ନଙ୍କ ପିତାଙ୍କର ନାମ ଥିଲା ଅତ୍‌ସଲିୟ। ମାସେୟ ନଗରର ନେତା ଥିଲେ ଓ ଯୋୟାହଙ୍କ ପିତାଙ୍କର ନାମ ଥିଲା ଯୋୟାହସ। ଯୋୟାହ ବିତରଣ ରକ୍ଷକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆପଣା ରାଜତ୍ଵର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଗୃହର ମରାମତି ନିମନ୍ତେ ଅତ୍‍ସଲୀୟର ପୁତ୍ର ଶାଫନ୍‍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ ଲେଖକକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆପଣା ରାଜତ୍ଵର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଗୃହର ମରାମତି ନିମନ୍ତେ ଅତ୍‍ସଲୀୟର ପୁତ୍ର ଶାଫନ୍‍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ ଲେଖକକୁ ପଠାଇଲେ।