2 Chronicles 34:9 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ପ୍ରଧାନ ଯାଜକ ହିଲ୍କିଯଙ୍କ ନିକଟକୁ ଆସିଲେ ଓ ଲୋକମାନେ ମନ୍ଦିର ନିମନ୍ତେ ଦଇେଥିବା ଟଙ୍କା ତାଙ୍କୁ ଦେଲେ। ଲବେୀୟ ଦ୍ବାରପାଳଗଣ ମନଃଶି, ଇଫ୍ରଯିମ ଓ ଇଶ୍ରାୟେଲର ଅବଶିଷ୍ଟ ଲୋକମାନଙ୍କଠାରୁ ଟଙ୍କା ସଂଗ୍ରହ କରିଥିଲେ। ସମାନେେ ଯିହୁଦା, ବିନ୍ଯାମୀନ ଓ ୟିରୁଶାଲମ ରେ ବାସ କରୁଥିବା ସମସ୍ତ ଲୋକଙ୍କଠାରୁ ମଧ୍ଯ ଏହି ଟଙ୍କା ସଂଗ୍ରହ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ହିଲ୍‍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ଵାରପାଳମାନଙ୍କ ଦ୍ଵାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ଵରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ପ୍ରଧାନ ଯାଜକ ହି‌ଲ୍‌‌‌କିୟଙ୍କ ନିକଟକୁ ଆସିଲେ ଓ ଲୋକମାନେ ମନ୍ଦିର ନିମନ୍ତେ ଦେଇଥିବା ଟଙ୍କା ତାଙ୍କୁ ଦେଲେ। ଲେବୀୟ ଦ୍ୱାରପାଳଗଣ ମନଃଶି, ଇଫ୍ରୟିମ ଓ ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କଠାରୁ ଟଙ୍କା ସଂଗ୍ରହ କରିଥିଲେ। ସେମାନେ ଯିହୁଦା, ବିନ୍ୟାମୀନ ଓ ଯିରୁଶାଲମରେ ବାସ କରୁଥିବା ସମସ୍ତ ଲୋକଙ୍କଠାରୁ ମଧ୍ୟ ଏହି ଟଙ୍କା ସଂଗ୍ରହ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ହିଲ୍‍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ୱାରପାଳମାନଙ୍କ ଦ୍ୱାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ୍ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ୱରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)