2 Chronicles 35:1 — Compare Translations
5 translations compared side by side
Odia - 1840
"ରାଜା ଯୋଶିୟଯ ୟିରୁଶାଲମ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସ ରେ ନିସ୍ତାରପର୍ବର ମଷେଶାବକଙ୍କୁ ହତ୍ଯା କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାରପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ନିସ୍ତାରପର୍ବ ପାଳନ କରନ୍ତି ରାଜା ଯୋଶିୟ ଯିରୁଶାଲମରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।