2 Chronicles 35:10 — Compare Translations
5 translations compared side by side
Odia - 1840
"ନିସ୍ତାରପର୍ବର ସବୋକାର୍ୟ୍ଯ ଆରମ୍ଭ ହବୋ ନିମନ୍ତେ ସମସ୍ତ ବିଷଯର ପ୍ରସ୍ତୁତ ଶଷେ ହବୋପରେ, ଯାଜକ ଓ ଲବେୀୟମାନେ ସମାନଙ୍କେର ସ୍ଥାନକୁ ଗଲେ। ରାଜା ଏହାହିଁ ଆଦେଶ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବର ସେବାକାର୍ଯ୍ୟ ଆରମ୍ଭ ହେବା ନିମନ୍ତେ ସମସ୍ତ ବିଷୟର ପ୍ରସ୍ତୁତ ଶେଷ ହେବାପରେ, ଯାଜକ ଓ ଲେବୀୟମାନେ ସେମାନଙ୍କର ସ୍ଥାନକୁ ଗଲେ। ରାଜା ଏହା ହିଁ ଆଦେଶ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।