2 Chronicles 35:11 — Compare Translations

5 translations compared side by side

Odia - 1840
"ନିସ୍ତାରପର୍ବର ମଷେଶାବକଗୁଡ଼ିକୁ ହତ୍ଯା କରାଗଲା। ଏହାପରେ ଲବେୀୟମାନେ ପଶୁଗୁଡ଼ିକର ଚମଡ଼ା ଉତ୍ତାରିଲେ ଓ ଯାଜକମାନଙ୍କୁ ରକ୍ତ ଦେଲେ। ଯାଜକମାନେ ୟଜ୍ଞବଦେୀ ଉପରେ ସହେି ରକ୍ତକୁ ସିଞ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କରାଗଲା। ଏହା ପରେ ଲେବୀୟମାନେ ପଶୁଗୁଡ଼ିକର ଚମଡ଼ା ଉତ୍ତାରିଲେ ଓ ଯାଜକମାନଙ୍କୁ ରକ୍ତ ଦେଲେ। ଯାଜକମାନେ ଯଜ୍ଞବେଦି ଉପରେ ସେହି ରକ୍ତକୁ ସିଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯା’ନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।