2 Chronicles 35:12 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ବିଭିନ୍ନ ବଂଶକୁ ହାମବେଳି ଉପହାର ସ୍ବରୂପେ ଉତ୍ସର୍ଗ କରିବାକୁ ପଶୁଗୁଡ଼ିକୁ ଦେଲେ। ମାଶାଙ୍କେ ବ୍ଯବସ୍ଥା ନିଯମ ଯେ ପ୍ରକାର ଶିକ୍ଷା ଦଇେଥିଲା, ସେ ପ୍ରକା ରେ ହାମବେଳି ଉପହାରଗୁଡ଼ିକୁ ଉତ୍ସର୍ଗ କରିବା ନିମନ୍ତେ ଏହିପରି କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋଶା-ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ବିଭିନ୍ନ ବଂଶକୁ ହୋମବଳି ଉପହାର ସ୍ୱରୂପେ ଉତ୍ସର୍ଗ କରିବାକୁ ପଶୁଗୁଡ଼ିକୁ ଦେଲେ। ମୋଶାଙ୍କ ବ୍ୟବସ୍ଥା ନିୟମ ଯେପ୍ରକାର ଶିକ୍ଷା ଦେଇଥିଲା, ସେ ପ୍ରକାରେ ହୋମବଳି ଉପହାରଗୁଡ଼ିକୁ ଉତ୍ସର୍ଗ କରିବା ନିମନ୍ତେ ଏହିପରି କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।