2 Chronicles 35:13 — Compare Translations
5 translations compared side by side
Odia - 1840
"ଲବେୀୟମାନଙ୍କୁ ଯେ ପ୍ରକାର ଆଦେଶ ଦିଆୟାଇଥିଲା, ସମାନେେ ସହେି ପ୍ରକା ରେ ଅଗ୍ନି ଉପରେ ନିସ୍ତାରପର୍ବର ବଳିକୁ ପାକ କଲେ। ଆଉ ସମାନେେ ହାଣ୍ଡି, କେଟ୍ଲି ଓ କରଇେ ରେ ପବିତ୍ର ନବୈେଦ୍ଯଗୁଡ଼ିକୁ ସିଦ୍ଧ କଲେ। ଏହାପରେ ସମାନେେ ଶୀଘ୍ର ସହେି ମାଂସକୁ ଲୋକମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ତିରେ ଓ ହଣ୍ତାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନଙ୍କୁ ଯେପ୍ରକାର ଆଦେଶ ଦିଆଯାଇଥିଲା, ସେମାନେ ସେହି ପ୍ରକାରେ ଅଗ୍ନି ଉପରେ ନିସ୍ତାରପର୍ବର ବଳିକୁ ପାକ କଲେ। ଆଉ ସେମାନେ ହାଣ୍ଡି, କେଟ୍ଲି ଓ କରେଇରେ ପବିତ୍ର ନୈବେଦ୍ୟଗୁଡ଼ିକୁ ସିଦ୍ଧ କଲେ। ଏହା ପରେ ସେମାନେ ଶୀଘ୍ର ସେହି ମାଂସକୁ ଲୋକମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।