2 Chronicles 35:14 — Compare Translations
5 translations compared side by side
Odia - 1840
"ଏହା ସମାପ୍ତ ହବୋପରେ, ଲବେୀୟମାନେ ସମାନଙ୍କେ ନିମନ୍ତେ ଓ ହାରୋଣଙ୍କ ବଂଶଧର ଯାଜକମାନଙ୍କ ନିମନ୍ତେ ମାଂସ ଆଣିଲେ। ଅନ୍ଧକାର ହବୋ ପର୍ୟ୍ଯନ୍ତ ଯାଜକମାନେ ଏହି କାର୍ୟ୍ଯ ରେ ଅତି ବ୍ଯସ୍ତ ରହିଲେ। ସମାନେେ ହାମବେଳି ଉପହାର ଓ ବଳିର ଚର୍ବି ଜଳାଇବା ରେ କଠିନ ପରିଶ୍ରମ କଲେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣା-ମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସମାପ୍ତ ହେବାପରେ, ଲେବୀୟମାନେ ସେମାନଙ୍କ ନିମନ୍ତେ ଓ ହାରୋଣଙ୍କ ବଂଶଧର ଯାଜକମାନଙ୍କ ନିମନ୍ତେ ମାଂସ ଆଣିଲେ। ଅନ୍ଧକାର ହେବା ପର୍ଯ୍ୟନ୍ତ ଯାଜକମାନେ ଏହି କାର୍ଯ୍ୟରେ ଅତି ବ୍ୟସ୍ତ ରହିଲେ। ସେମାନେ ହୋମବଳି ଉପହାର ଓ ବଳିର ଚର୍ବ୍ବୀ ଜଳାଇବାରେ କଠିନ ପରିଶ୍ରମ କଲେ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।