2 Chronicles 35:15 — Compare Translations

5 translations compared side by side

Odia - 1840
"ଆସଫ୍ଙ୍କ ପରିବାରର ଗାଯକମାନେ ସହେି ସ୍ଥାନ ରେ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଏବଂ ରାଜାଙ୍କର ଯାଜକ ୟିଦୁଥୁନ୍ ସମାନଙ୍କେୁ ନିୟୁକ୍ତ କରିଥିଲେ। ଦ୍ବାରପାଳଗଣ ଯେଉଁମାନେ ପ୍ରେତ୍ୟକକ ଫାଟକରେ ଥିଲେ, ସମାନଙ୍କେୁ ସମାନଙ୍କେର ସ୍ଥାନ ଛାଡ଼ିବାକୁ ପଡ଼ିଲା ନାହିଁ, କାରଣ ସମାନଙ୍କେର ଭ୍ରାତା ଲବେୀୟଗଣ ସମାନଙ୍କେ ପାଇଁ ନିସ୍ତାରପର୍ବର ସାମର୍ଗୀ ପ୍ରସ୍ତୁତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ଵାରରେ ଦ୍ଵାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସ‌ଫ୍‌ଙ୍କ ପରିବାରର ଗାୟକମାନେ ସେହି ସ୍ଥାନରେ ଛିଡ଼ା ହେଲେ, ଯେଉଁଠାରେ ରାଜା ଦାଉଦ, ଆସଫ, ହେମନ୍ ଛିଡ଼ା ହେଲେ, ଯେଉଁଠାରେ ରାଜା ଦାଉଦ, ଆସଫ, ହେମନ୍ ଏବଂ ରାଜାଙ୍କର ଯାଜକ ଯିଦୂଥୂନ୍ ସେମାନଙ୍କୁ ନିଯୁକ୍ତ କରିଥିଲେ। ଦ୍ୱାରପାଳଗଣ ଯେଉଁମାନେ ପ୍ରତ୍ୟେକ ଫାଟକରେ ଥିଲେ, ସେମାନଙ୍କୁ ସେମାନଙ୍କର ସ୍ଥାନ ଛାଡ଼ିବାକୁ ପଡ଼ିଲା ନାହିଁ, କାରଣ ସେମାନଙ୍କର ଭ୍ରାତା ଲେବୀୟଗଣ ସେମାନଙ୍କ ପାଇଁ ନିସ୍ତାରପର୍ବର ସାମଗ୍ରୀ ପ୍ରସ୍ତୁତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।