2 Chronicles 35:16 — Compare Translations

5 translations compared side by side

Odia - 1840
"ତେଣୁ ରାଜା ଯୋଶିୟଙ୍କ ଆଦଶାେନୁୟାଯୀ ସଦାପ୍ରଭୁଙ୍କ ଉପାସନା ନିମନ୍ତେ ସହେିଦିନ ସମସ୍ତ କାର୍ୟ୍ଯ କରାଗଲା। ନିସ୍ତାରପର୍ବ ପାଳିତ ହେଲା ଓ ହାମବେଳି ଉପହାରସବୁ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ଉତ୍ସର୍ଗୀକୃତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଯୋଶିୟଙ୍କ ଆଦେଶାନୁଯାୟୀ ସଦାପ୍ରଭୁଙ୍କ ଉପାସନା ନିମନ୍ତେ ସେହି ଦିନ ସମସ୍ତ କାର୍ଯ୍ୟ କରାଗଲା। ନିସ୍ତାରପର୍ବ ପାଳିତ ହେଲା ଓ ହୋମବଳି ଉପହାରସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ଉତ୍ସର୍ଗୀକୃତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।