2 Chronicles 35:17 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଯେଉଁ ଲୋକମାନେ ସଠାେରେ ଥିଲେ, ସମାନେେ ସାତଦିନ ପର୍ୟ୍ଯନ୍ତ ନିସ୍ତାରପର୍ବ ଓ ଖମିରବିହୀନ ପାଉଁରୋଟୀର ପର୍ବ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଉପସ୍ଥିତ ଇସ୍ରାଏଲ-ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଯେଉଁ ଲୋକମାନେ ସେଠାରେ ଥିଲେ, ସେମାନେ ସାତ ଦିନ ପର୍ଯ୍ୟନ୍ତ ନିସ୍ତାରପର୍ବ ଓ ଖମିରବିହୀନ ପାଉଁରୋଟୀର ପର୍ବ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।