2 Chronicles 35:18 — Compare Translations
5 translations compared side by side
Odia - 1840
"ଭବିଷ୍ଯତ୍ବକ୍ତା ଶାମୁଯଲଙ୍କେ ସମୟଠାରୁ ନିସ୍ତାରପର୍ବ ଆଉ କବେେ ହେଲେ ଏହିପରି ଭାବରେ ପାଳିତ ହାଇେ ନ ଥିଲା। ଇଶ୍ରାୟେଲର କୌଣସି ରାଜା କବେେ ହେଲେ ଏହିପରି ଭାବରେ ନିସ୍ତାରପର୍ବ ପାଳି ନ ଥିଲେ। ରାଜା ଯୋଶିୟଯ, ଯାଜକମାନେ, ଲବେୀୟମାନେ ଏବଂ ୟିରୁଶାଲମର ସମସ୍ତ ଲୋକଙ୍କ ସହିତ ସଠାେରେ ଥିବା ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକ ବିଶଷେ ପ୍ରକା ରେ ନିସ୍ତାରପର୍ବର ଉତ୍ସବ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶାମୁୟେଲ ଭବିଷ୍ୟଦ୍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟଦ୍ବକ୍ତା ଶାମୁୟେଲଙ୍କ ସମୟଠାରୁ ନିସ୍ତାରପର୍ବ ଆଉ କେବେହେଲେ ଏହିପରି ଭାବରେ ପାଳିତ ହୋଇ ନ ଥିଲା। ଇସ୍ରାଏଲର କୌଣସି ରାଜା କେବେହେଲେ ଏହିପରି ଭାବରେ ନିସ୍ତାରପର୍ବ ପାଳି ନ ଥିଲେ। ରାଜା ଯୋଶିୟ, ଯାଜକମାନେ, ଲେବୀୟମାନେ ଏବଂ ଯିରୁଶାଲମର ସମସ୍ତ ଲୋକଙ୍କ ସହିତ ସେଠାରେ ଥିବା ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକ ବିଶେଷ ପ୍ରକାରେ ନିସ୍ତାରପର୍ବର ଉତ୍ସବ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାମୁୟେଲ ଭବିଷ୍ୟଦ୍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)