2 Chronicles 35:2 — Compare Translations

5 translations compared side by side

Odia - 1840
"ଯୋଶିୟ ଯାଜକମାନଙ୍କୁ ସମାନଙ୍କେ କାର୍ୟ୍ଯ କରିବା ନିମନ୍ତେ ମନୋନୀତ କଲେ। ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧିଅରେ ସବୋକାର୍ୟ୍ଯ କରୁଥିବା ସମୟରେ ସେ ସମାନଙ୍କେୁ ଉତ୍ସାହ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟ ଯାଜକମାନଙ୍କୁ ସେମାନଙ୍କ କାର୍ଯ୍ୟ କରିବା ନିମନ୍ତେ ମନୋନୀତ କଲେ। ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ସେବାକାର୍ଯ୍ୟ କରୁଥିବା ସମୟରେ ସେ ସେମାନଙ୍କୁ ଉତ୍ସାହ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।