2 Chronicles 35:20 — Compare Translations
5 translations compared side by side
Odia - 1840
"ଯୋଶିୟଯ ମନ୍ଦିର ନିମନ୍ତେ ସହେି ସମସ୍ତ ଉତ୍ତମ କାର୍ୟ୍ଯ କରିଥିଲେ। ପରେ, ମିଶରର ରାଜା ନଖୋ, ଫରାତ୍ ନଦୀ ନିକଟରେ ଥିବା କର୍କମୀଶ ସହର ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଲେ। ରାଜା ଯୋଶିୟଯ ନଖୋ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁର ଉତ୍ତାରେ, ଅର୍ଥାତ୍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍ ନଦୀ ନିକଟସ୍ଥ କର୍କମୀଶ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟଙ୍କ ମୃତ୍ୟୁ ଯୋଶିୟ ମନ୍ଦିର ନିମନ୍ତେ ସେହି ସମସ୍ତ ଉତ୍ତମ କାର୍ଯ୍ୟ କରିଥିଲେ। ପରେ ମିଶରର ରାଜା ନଖୋ, ଫରାତ୍ ନଦୀ ନିକଟରେ ଥିବା କର୍କମୀଶ ସହର ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲେ। ରାଜା ଯୋଶିୟ ନଖୋ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁର ଉତ୍ତାରେ, ଅର୍ଥାତ୍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍ ନଦୀ ନିକଟସ୍ଥ କର୍କମୀଶ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ;
Odia IRV 2017 (ଓଡିଆ ବାଇବେଲ)
ଏହିସବୁର ଉତ୍ତାରେ, ଅର୍ଥାତ୍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍ ନଦୀ ନିକଟସ୍ଥ କର୍କମୀଶ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ;