2 Chronicles 35:22 — Compare Translations

5 translations compared side by side

Odia - 1840
"କିନ୍ତୁ ଯୋଶିୟଯ ଚାଲିଗଲେ ନାହିଁ। ସେ ନଖୋଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ସ୍ଥିର କଲେ, ତେଣୁ ସେ ତାଙ୍କର ରୂପ ବଦଳାଇଲେ ଓ ୟୁଦ୍ଧ କରିବା ନିମନ୍ତେ ୟୁଦ୍ଧକ୍ଷେତ୍ରକୁ ଗଲେ। ନଖୋ ପରମେଶ୍ବରଙ୍କ ଆଦେଶ ସମ୍ବନ୍ଧ ରେ ଯାହା କହିଲେ, ଯୋଶିୟଯ ତାହା ଶୁଣିବାକୁ ଅଗ୍ରାହ୍ଯ କଲେ। ଯୋଶିୟଯ ମାଗିଦ୍ଦୋ ସମତଳ ଭୂମିରେ ୟୁଦ୍ଧ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ଵରଙ୍କ ମୁଖନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋଶିୟ ଗ୍ଭଲିଗଲେ ନାହିଁ। ସେ ନଖୋଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ସ୍ଥିର କଲେ, ତେଣୁ ସେ ତାଙ୍କର ରୂପ ବଦଳାଇଲେ ଓ ଯୁଦ୍ଧ କରିବା ନିମନ୍ତେ ଯୁଦ୍ଧକ୍ଷେତ୍ରକୁ ଗଲେ। ନଖୋ ପରମେଶ୍ୱରଙ୍କ ଆଦେଶ ସମ୍ବନ୍ଧରେ ଯାହା କହିଲେ, ଯୋଶିୟ ତାହା ଶୁଣିବାକୁ ଅଗ୍ରାହ୍ୟ କଲେ। ଯୋଶିୟ ମଗିଦ୍ଦୋ ସମତଳ ଭୂମିରେ ଯୁଦ୍ଧ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖ ନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।