2 Chronicles 35:23 — Compare Translations

5 translations compared side by side

Odia - 1840
"ଏହାପରେ ରାଜା ଯୋଶିୟ ୟୁଦ୍ଧକ୍ଷେତ୍ର ରେ ତୀରଦ୍ବାରା ଆଘାତପ୍ରାପ୍ତ ହେଲେ। ସେ ତାଙ୍କର ଭୃତ୍ଯମାନଙ୍କୁ କହିଲେ, ମାେତେ ଏଠାରୁ ନଇୟୋଅ। ମୁଁ ଭୟଙ୍କର ଭାବରେ ଆଘାତପ୍ରାପ୍ତ ହାଇେଛି!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, ମୋତେ ନେଇଯାଅ, ମୁଁ ଅତ୍ୟ; ଆହତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଯୋଶିୟ ଯୁଦ୍ଧକ୍ଷେତ୍ରରେ ତୀରଦ୍ୱାରା ଆଘାତପ୍ରାପ୍ତ ହେଲେ। ସେ ତାଙ୍କର ଭୃତ୍ୟମାନଙ୍କୁ କହିଲେ, “ମୋତେ ଏଠାରୁ ନେଇଯାଅ। ମୁଁ ଭୟଙ୍କର ଭାବରେ ଆଘାତପ୍ରାପ୍ତ ହୋଇଛି!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, “ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।