2 Chronicles 35:24 — Compare Translations
5 translations compared side by side
Odia - 1840
"ତେଣୁ ଯୋଶିୟଯଙ୍କ ଭୃତ୍ଯମାନେ ତାହାଙ୍କ ରଥରୁ ତାଙ୍କୁ ନଇଗେଲେ ଓ ସେ ତାଙ୍କ ସଙ୍ଗ ରେ ୟୁଦ୍ଧକୁ ଆଣିଥିବା ଆଉ ଏକ ରଥରେ ରଖିଲେ। ଏହାପରେ ସମାନେେ ଯୋଶିୟଙ୍କୁ ୟିରୁଶାଲମକୁ ନଇଗେଲେ। ରାଜା ଯୋଶିୟଯ ୟିରୁଶାଲମ ରେ ମୃତ୍ଯୁବରଣ କଲେ। ଯୋଶିୟଯ ତାଙ୍କର ପୂର୍ବପୁରୁଷମାନଙ୍କ କବର ରେ କବରପ୍ରାପ୍ତ ହେଲେ। ଯିହୁଦା ଓ ୟିରିଶାଲମର ସମସ୍ତ ଲୋକ ଯୋଶିୟଯଙ୍କ ମୃତ୍ଯୁ ଯୋଗୁଁ ଅତ୍ଯନ୍ତ ଦୁଃଖିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ଵିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ । ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଶିୟଙ୍କ ଭୃତ୍ୟମାନେ ତାହାଙ୍କ ରଥରୁ ତାଙ୍କୁ ନେଇଗଲେ ଓ ସେ ତାଙ୍କ ସଙ୍ଗରେ ଯୁଦ୍ଧକୁ ଆଣିଥିବା ଆଉ ଏକ ରଥରେ ରଖିଲେ। ଏହା ପରେ ସେମାନେ ଯୋଶିୟଙ୍କୁ ଯିରୁଶାଲମକୁ ନେଇଗଲେ। ରାଜା ଯୋଶିୟ ଯିରୁଶାଲମରେ ମୃତ୍ୟୁବରଣ କଲେ। ଯୋଶିୟ ତାଙ୍କର ପୂର୍ବପୁରୁଷମାନଙ୍କ କବରରେ କବରପ୍ରାପ୍ତ ହେଲେ। ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ଯୋଶିୟଙ୍କ ମୃତ୍ୟୁ ଯୋଗୁଁ ଅତ୍ୟନ୍ତ ଦୁଃଖିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।